ଏହି ସଫଳତା ପାଇଁ ବିଧାନସଭା ପାର୍ଟି ମୋହନ ଚରଣ ମାଜିଙ୍କୁ ଅଭିନନ୍ଦନ ଜଣାଇଛି

ଏହି ସଫଳତା ପାଇଁ ବିଧାନସଭା ପାର୍ଟି ମୋହନ ଚରଣ ମାଜିଙ୍କୁ ଅଭିନନ୍ଦନ ଜଣାଇଛି

ajay kumar nayak
୩ ଡିସେମ୍ବର, ସର୍ବ ଭାରତୀୟ ଆରକ୍ଷୀ ମହା ନିର୍ଦ୍ଦେଶକ ସମ୍ମିଳନୀ ଭଳି ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ କୁ ଭୁବନେଶ୍ୱରରେ ସଫଳତା ର ସହ ଆୟୋଜନ ଏବଂ ଏଥିପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିବାରୁ ଶାସକ ଦଳ ର ବିଧାୟକ ଓ ମନ୍ତ୍ରୀ ମାନେ  ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି ।

सोशल मीडिया पर देखें खेती-किसानी और अपने आसपास की खबरें, क्लिक करें...

- देश-दुनिया तथा खेत-खलिहान, गांव और किसान के ताजा समाचार पढने के लिए सोशल मीडिया प्लेटफार्म गूगल न्यूजगूगल न्यूज, फेसबुक, फेसबुक 1, फेसबुक 2,  टेलीग्राम,  टेलीग्राम 1, लिंकडिन, लिंकडिन 1, लिंकडिन 2टवीटर, टवीटर 1इंस्टाग्राम, इंस्टाग्राम 1कू ऐप  यूटयूब चैनल  से जुडें- और पाएं हर पल की अपडेट, देखें-  मप्र समाचार, छत्तीसगढ समाचार, उडीसा समाचार, राजस्थान समाचार, पंजाब समाचार, उप्र समाचार, खेल समाचार, धर्म समाचार, कैरियर समाचार, बिजनेस समाचार