ଭୁବନେଶ୍ୱର ତା ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଓଡ଼ିଶା କୃଷି ଶିଳ୍ପ ନିଗମ ଏବଂ ଓଡ଼ିଶା

ajay kumar nayak
ଭୁବନେଶ୍ୱର ତା ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଓଡ଼ିଶା କୃଷି ଶିଳ୍ପ ନିଗମ ଏବଂ ଓଡ଼ିଶା କାଜୁ ଉନ୍ନୟନ ନିଗମ ପକ୍ଷରୁ ଲାଭାଂଶ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ ପ୍ରଦାନ କରୁଛନ୍ତି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତି କରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ ଉପସ୍ଥିତ ଅଛନ୍ତି ।